ରାଷ୍ଟ୍ରପତି ଭବନରୁ ଆସିଲା ନିମନ୍ତ୍ରଣ । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ଯିବେ କଟକ ଚାଷୀ ଚୈତନ୍ୟ ମୁଦୁଲି । ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଵା ପାଇଁ ନିମନ୍ତ୍ରଣ ।