ପରିବେଶ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି ଜଣେ କିନ୍ନର । ନିଜେ ଗଛ ବେଶରେ ସଜେଇ ହୋଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାକୁ ପଦଯାତ୍ରା କରୁଛନ୍ତି ।