ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣକୁ ନେଇ ହୋଇଥିବା ବିବାଦ ବିଷୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବା ପରେ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବାକୁ କହିଲେ ଆଇନମନ୍ତ୍ରୀ।