ଆସନ୍ତା 6 ତାରିଖ ସମ୍ବଲପୁର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମଲେଶ୍ୱରୀ ମନ୍ଦିର ପରିସରରେ ଅନୁଷ୍ଠିତ ହେବାକୁ ଥିବା ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ ।