ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଗେମରେ ସେମାନଙ୍କର ଉତ୍କୃଷ୍ଟ ପ୍ରଦର୍ଶନ କରିଭାରତର ପଦକ ତାଲିକାରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।