ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର।77 ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ 122 ଲାଞ୍ଚ ମାମଲା ରୁଜୁ।202 କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ।