ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କଳାହାଣ୍ଡି ଜିଲ୍ଲାରେ ସ୍ଥିତି ପୁରା ବେହାଲ । ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ଭାଙ୍ଗିଲା ଏକାଧିକ ଘର ।