ଅଣ୍ଡା ଉତ୍ପାଦନ କ୍ଷେତ୍ରରେ ଓଡ଼ିଶା ସ୍ୱାବଲମ୍ବୀ ହେବା ସହ ଖୁବଶୀଘ୍ର ଟପ୍ ୫ ମଧ୍ୟରେ ପ୍ରବେଶ କରିବ ବୋଲି କହିଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।