କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ । ନାଟ ମଣ୍ଡପ ଭିତରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନଥିବାରୁ ଠେଲାପେଲା ସ୍ଥିତି । ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଭକ୍ତଙ୍କ ଦାବି ।