କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦କୁ ନେଇ ଆୟୋଜିତ ହେଲା ଆଲୋଚନା ଚକ୍ର । ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ଶିକ୍ଷାବିତ୍ ।