ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ମିଳିଛି ମହତ୍ତ୍ୱପୂର୍ଣ୍ଣ ତଥ୍ୟ । ଅତିଶ୍ରୀଘ୍ର ସମସ୍ତ ଅଭିଯୁକ୍ତ ଗିରଫ ହେବେ ନେଇ କହିଲେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ।