ସମୁଦ୍ର ଭିତରୁ ଗୁରୁତର ଅବସ୍ଥାରେ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯିବା ପରେ ସେମାନଙ୍କୁ ତ୍ୱରିତ ଚିକିତ୍ସା ଯୋଗାଇ ଦେବା ସମ୍ଭବ ହେଉ ନାହିଁ। ସ୍ଥାୟୀ ଆମ୍ବୁଲାନ୍ସ ବ୍ୟବସ୍ଥା ଯୋଗାଇ ଦେବାକୁ ଦାବି ହୋଇଛି ।