ସଡ଼କ ନିର୍ମାଣରେ ବର୍ଜ୍ୟବସ୍ତୁ ଉପଯୋଗ କରିବା ଲାଗି ଯୋଜନା ଏବଂ ନୀତି ପ୍ରଣୟନ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ।