ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଓ ତାଙ୍କର ଦୁଇ ସହଯୋଗୀଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ । ଏହି ଗ୍ୟାଙ୍ଗ କେବଳ ବାଲେଶ୍ୱର ନୁହେଁ ଆଖପାଖ ଜିଲ୍ଲାରେ ମଧ୍ୟ ଅପରାଧିକ କାର୍ଯ୍ୟକଳାପ ଚଳାଇ ଆସୁଥିଲେ।