ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସାମ୍ବିଧାନିକ ଅଧିକାର କ୍ଷୁର୍ଣ୍ଣ ପିଟିସନ ଖାରଜ କରି ଦେଇଛନ୍ତି ବ୍ରହ୍ମପୁର ଏସଡିଜେଏମ୍ କୋର୍ଟ ।