ବିହାର ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ଏହି ନିର୍ବାଚନ ଦାୟିତ୍ୱରେ ଥିବା ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ନିଜ ସଂସଦୀୟ କ୍ଷେତ୍ର ସମ୍ବଲପୁରକୁ ଆସିଥିଲେ l