ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ। ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଅଡ଼ୁଆରେ ପକାଇବାକୁ ବିଜେଡି-କଂଗ୍ରେସ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ସେପଟେ ବିରୋଧୀଙ୍କୁ କଡା ଜବାବ ଦେବାକୁ ମଧ୍ୟ ସରକାର ପ୍ରସ୍ତୁତ ।