ଭଦ୍ରକ ବିଜେଡିରୁ ଏକାଥରକେ ତିନି ତିନି ଜଣ ବ୍ଲକ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେବା ପରେ ତାକୁ ନେଇ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି । ଆସନ୍ତୁ ଜାଣିବା, କିଏ କଣ କହୁଛନ୍ତି..।