ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ 2025ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଉଦଘାଟିତ ହୋଇଛି । ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଛନ୍ତି ।