ନଗର କଂଗ୍ରେସ ସଭାନେତ୍ରୀ ଗିରିବାଳା ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ପ୍ରତିବାଦ ସଭାରେ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋଷ ଯୋଗ ଦେଇ ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି ।