୨୦୨୬ ମସିହା ଜାନୁଆରୀ ୮ ତାରିଖଠାରୁ ୧୦ ତାରିଖ ପର୍ଯ୍ୟନ୍ତ ଗଣନା କରାଯାଉଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।