ପୁରୀ ସହର ସମେତ ପୁରୀ-ଭୁବନେଶ୍ବର ଜାତୀୟ ରାଜପଥରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ । ଦୁଇ ସପ୍ତାହରେ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ । ପୁରୀରେ ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥା ପାଇଁ ବୁଦ୍ଧିଜୀବୀଙ୍କ ଦାବି ।