ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗ ମୁଖ୍ୟ ରାସ୍ତାରେ ଥିବା ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟ ନିକଟରେ ଥିବା ବ୍ୟାଙ୍କ୍ ଅଫ ମହାରାଷ୍ଟ୍ରରେ ଘଟିଛି ଲୁଟ୍ ।