ଗୋପାଳପୁର ବେଳାଭୂମି ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।