ଯୋରନ୍ଦାରେ ମାଘମେଳା ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଏଠାରେ ମହିମା ପୀଠର ବିକାଶମୂଳକ କାର୍ଯ୍ୟ ପାଇଁ ଅନୁଦାନ ଘୋଷଣା କରିବା ସହିତ ୧୭୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ।