ଜାତୀୟ ପ୍ରତୀକର ତ୍ରୁଟିପୂର୍ଣ୍ଣ ବ୍ୟବହାର ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି ହୋଇଛି । 5ଟି ବିଭାଗର ବରିଷ୍ଠ ଅଧିକାରୀଙ୍କୁ ନେଇ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।