ଓଡ଼ିଶା ସରକାର ଏବଂ ସିଙ୍ଗାପୁରର GFTNର ମିଳିତ ସହଯୋଗରେ ଆୟୋଜିତ ଏହି ଦୁଇ ଦିନିଆ ସମ୍ମିଳନୀ ଆଗାମୀ ଯୁବପିଢୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବ ବୋଲି ରାଷ୍ଟ୍ରପତି କହିଛନ୍ତି ।