Surprise Me!

ଓଡ଼ିଶା ଭିଜନ 2047ର ମୁଖ୍ୟ ଗ୍ରୋଥ୍ ଇଞ୍ଜିନ- BCPPERର ଶୁଭାରମ୍ଭ

2026-02-07 1 Dailymotion

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । କହିଲେ, "ଏହି ଯୋଜନା ଓଡ଼ିଶାର ଭବିଷ୍ୟତ ନିର୍ମାଣରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ।"