14 ଟି ସ୍ଥାନରେ 31 ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଆଗକୁ ଆହୁରି ତାପମାତ୍ରା ବଢିବ ବୋଲି ଅନୁମାନ କରାଯାଉଛିି । ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ରେକର୍ଡ ।