Odisha Para Athletics: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ପୂଜା ବେହେରା ନିଜର ଦମଦାର ପ୍ରଦର୍ଶନ ବଳରେ ସମସ୍ତଙ୍କୁ ଚକିତ କରିଦେଇଛନ୍ତି।