ଭୁବନେଶ୍ୱର ଧଉଳି-ଲିଙ୍ଗିପୁର ନିକଟରେ ଥିବା ଏକ ସୁପରମାର୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । କୋଟିଏ ଟଙ୍କାର ସାମଗ୍ରୀ ଜଳି ପୋଡି ପାଉଁଶ । ନିଆଁ ଲିଭା କାର୍ଯ୍ୟରେ ଜାରି ରଖିଛନ୍ତି ଅଗ୍ନିଶମ ବାହିନୀ ।