Surprise Me!

ଛେଣ୍ଡିପଦାକୁ ୧୭୨ କୋଟିର ପ୍ରକଳ୍ପ ଭେଟି ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

2026-03-22 9 Dailymotion

୧୭୨ କୋଟିର ୪୧ଟି ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଛେଣ୍ଡିପଦା ଓ ଅନୁଗୋଳର ବିକାଶ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ ବୋଲି କହିଲେ କେନ୍ଦ୍ରମନ୍ତ୍ରୀ