ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ! ରତ୍ନ ଅଳଙ୍କାର ଗଣତି ଦିନ ଦୀର୍ଘ ସମୟ ଧରି ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଲା ୨ଟି ଡ୍ରୋନ୍ । ପଢନ୍ତୁ ଶକ୍ତି ପ୍ରସାଦ ମିଶ୍ରଙ୍କ ରିପୋର୍ଟ ।