ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା 5 ଦିନ ଯାଏଁ ଘଡଘଡି ବିଜୁଳି ସହ ବର୍ଷିବ ।