ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ମହୋତ୍ସବ 'କଲ୍ଲୋଳ' ଉଦ୍ଘାଟିତ ହୋଇଛି । ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇଥିଲେ ।