ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର କାର୍ଯ୍ୟ ଆଉ ପାଦେ ଆଗେଇଛି। ଏଥିପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ମଞ୍ଜୁରୀ ପ୍ରଦାନ କରିଛି। ରିପୋର୍ଟ-ଶକ୍ତି ପ୍ରସାଦ ମିଶ୍ର