ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କୁଆପଥର ମାଡ଼ ସହ ବର୍ଷା ହେବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ।