ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଭୂଇଁପୁରରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ରିପୋର୍ଟ: ଗୋବିନ୍ଦ ଚନ୍ଦ୍ର ପଣ୍ଡା