Surprise Me!

ଆସନ୍ତାକାଲିଠୁ ଆରମ୍ଭ ହେବ ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ

2026-04-12 2 Dailymotion

ଜିଲ୍ଲା ଟ୍ରେଜେରୀରୁ ଭିତର ରତ୍ନଭଣ୍ଡାରର ଚାବି ଅଣାଯାଇ ପୁରୀ ଜିଲ୍ଲାପାଳ ତଥା ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ। ଗଣତିମଣତି ପରେ ରତ୍ନଭଣ୍ଡାରକୁ ସିଲ୍ କରାଯାଇ ଚାବି ଜିଲ୍ଲା ଟ୍ରେଜେରୀରେ ରଖାଯିବ।
ରିପୋର୍ଟ-ଶକ୍ତି ପ୍ରସାଦ ମିଶ୍ର