Surprise Me!

ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି

2026-04-13 0 Dailymotion

ଆଜିଠାରୁ ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ସ୍ନାନଯାତ୍ରା ପୂର୍ବରୁ ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ । ରିପୋର୍ଟ- ଶକ୍ତି ପ୍ରସାଦ ମିଶ୍ର