Surprise Me!

ବାହାର ରତ୍ନଭଣ୍ଡାରରୁ ତିନିଟି ରତ୍ନ ନିଖୋଜ ! ସିଂହଦ୍ବାର ଥାନାରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା

2026-04-15 9 Dailymotion

ଘଟଣାର ତଦନ୍ତ କରି ଦୋଷୀ ବ୍ୟକ୍ତି ଏବଂ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ । ରିପୋର୍ଟ: ଶକ୍ତି ପ୍ରସାଦ ମିଶ୍ର