ମୁମ୍ବାଇରେ ଆୟୋଜିତ ପ୍ରତିଷ୍ଠିତ INCA ଆୱାର୍ଡ୍ସ ଉତ୍ସବରେ ଓଡ଼ିଆ ସିନେମା 'ବୋଉ ବୁଟୁ ଭୂତ' ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ସମ୍ମାନିତ ହୋଇଛି । ରିପୋର୍ଟ: ଦେବସ୍ମିତା ରାଉତ