ଗ୍ରୀଷ୍ମ ପ୍ରବାହରୁ ସୁରକ୍ଷା ପାଇଁ ଶିଳ୍ପ ସଂସ୍ଥା ଓ ପରିବହନ କ୍ଷେତ୍ର ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ପୂର୍ଣ୍ଣାଙ୍ଗ ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି । ରିପୋର୍ଟ: ଗୁରୁଚରଣ ବାଗ୍