ଭୋଟର ତାଲିକାରୁ ନାଁ ଭୁଲ ଭାବେ ବାଦ୍ ଦିଆଯାଇଥିବା ଅଭିଯୋଗ ଆସିବା ପରେ ଓଡ଼ିଶା ସରକାରଙ୍କ ଗୃହ (ନିର୍ବାଚନ) ବିଭାଗ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛି । ରିପୋର୍ଟ: ଭବାନୀ ଶଙ୍କର ଦାସ