ସୁନା କୁରାଢିରେ ରଥ କାଠ ଅନୁକୂଳ, ୨୧ ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ନୌକା ବିହାର କରିବେ ଶ୍ରୀଜିଉ; ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା । ରିପୋର୍ଟ: ଶକ୍ତିପ୍ରସାଦ ମିଶ୍ର