Surprise Me!

ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା; ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

2026-04-22 1 Dailymotion

ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି । ରିପୋର୍ଟ: ଭବାନୀ ଶଙ୍କର ଦାସ