କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୬ ଜିଲ୍ଲାରେ ଏଭଳି ଏକ ବଡ଼ଧରଣର ସ୍କାମ୍ ହୋଇଛି । ୩୦୦ରୁ ଅଧିକ ଆଶାୟୀ ଠକେଇର ଶିକାର ହୋଇଛନ୍ତି । ରିପୋର୍ଟ- ଗୁରୁଚରଣ ବାଗ