Surprise Me!

ଭିଜନରୁ ଆକ୍ସନ; ଭାରତର ପୂର୍ବାଞ୍ଚଳକୁ ସମୃଦ୍ଧ କରିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

2026-05-06 3 Dailymotion

ବୟନ ଓ ବସ୍ତ୍ର ଶିଳ୍ପ ସମ୍ପର୍କିତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଦୁଇ ରାଜ୍ୟ ମଧ୍ୟରେ ଥିବା ସାଂସ୍କୃତିକ ଓ ଅର୍ଥନୈତିକ ସମ୍ପର୍କ ଉପରେ ଆଲୋକପାତ କରିଛନ୍ତି । ରିପୋର୍ଟ-ଭବାନୀ ଶଙ୍କର ଦାସ