ଓଲିଉଡ ବିକାଶ ଓ ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାନସ ମନ୍ଥନ । ସମସ୍ତ କଳାକାର ଓ ଚଳଚ୍ଚିତ୍ର କର୍ମୀଙ୍କ ସହ ଆଲୋଚନା ।ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଚଳଚ୍ଚିତ୍ର ନୀତି।