କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ ନୀତିନ ନବୀନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଏହା ପରେ ଆୟୋଜିତ ଫଟୋ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ।ରିପୋର୍ଟ-ଗୋବିନ୍ଦ ଚନ୍ଦ୍ର ପଣ୍ଡା